• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th July 2023: ଅଫିସ୍ କାମରେ ଟେନସନ୍ ବଢ଼ିବ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର। ଚନ୍ଦ୍ର – ବୃଷ ଅହୋରାତ୍ର; ତିଥି – ୧୨ଶୀ ସନ୍ଧ୍ୟା ୦୭.୧୭ ଗତେ ୧୩ଶୀ, ଘାତ ଚନ୍ଦ୍ର– ବିଛା ଅହୋରାତ୍ର, ଘାତ ବାର– ବିଛା, ଧନୁ ଓ ମୀନ

Scorpio

ବିଛା

Friday 14 Jul 2023

ବିଶାଖା- ବ୍ୟବସାୟରେ କଠିନ ପରିଶ୍ରମ କରି ଲାଭବାନ୍ ହୋଇ ପାରନ୍ତି । ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ଇଚ୍ଛା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।

ଅନୁରାଧା- ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ। ଦୀର୍ଘଦିନର ଋଣ ପରିଶୋଧ କରିବା ସକାଶେ ବିଭିନ୍ନ ଧନ୍ଦା କରିବା ଲାଗି ମନ ବଳାଇବେ। କର୍ମକ୍ଷେତ୍ରରେ ଜଣେ ବନ୍ଧୁ ଆଜି ଆପଣଙ୍କର ମାର୍ଗଦର୍ଶକ ସାଜି ପାରନ୍ତି

ଜ୍ୟୋଷ୍ଠା- ବ୍ୟବସାୟ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ। ପରୋକ୍ଷ ଶତ୍ରୁତା ସାମାନ୍ୟ ବ୍ୟତିକ୍ରମ ସୃଷ୍ଟ କରିପାରେ। । ଜମିଜମା କିଣିବାର ସୁଯୋଗ ରହିଛି।

ପ୍ରତିକାର– ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :