Daily Horoscope 14th July 2023: ଅଫିସ୍ କାମରେ ଟେନସନ୍ ବଢ଼ିବ

ସୌର ମିଥୁନ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ଶୁକ୍ରବାର। ଚନ୍ଦ୍ର – ବୃଷ ଅହୋରାତ୍ର; ତିଥି – ୧୨ଶୀ ସନ୍ଧ୍ୟା ୦୭.୧୭ ଗତେ ୧୩ଶୀ, ଘାତ ଚନ୍ଦ୍ର– ବିଛା ଅହୋରାତ୍ର, ଘାତ ବାର– ବିଛା, ଧନୁ ଓ ମୀନ

Aries

ମେଷ

Friday 14 Jul 2023

ଅଶ୍ୱନୀ- ଆପଣଙ୍କ ପାଇଁ ଟଙ୍କା ରୋଜଗାର କରିବାର ଅନେକ ସରଳ ଉପାୟ ମିଳିବ । ବ୍ୟବସାୟିକ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ଚେଷ୍ଟା କରିବେ । ନମ୍ର ସ୍ୱଭାବ ସହ ମୁରବିଙ୍କ ସହିତ କଥାବାର୍ତ୍ତା ହୁଅନ୍ତୁ ।

ଦ୍ୱିଜା- ମିତ୍ର ବନ୍ଧନରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରିବେ। ପରିସ୍ଥିତି ଅନୁକୂଳ ନ ହେବାରୁ ମନରେ ଉତ୍ସାହ ରହିବ ନାହିଁ । କଠୋର ପରିଶ୍ରମ ଓ ଖାଦ୍ୟପେୟରେ ଅନିୟମିତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ।

କୃତିକା- କେତେକାଂଶରେ ଆଶା ପୂରଣ ହେବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଅଚାନକ ସମସ୍ୟା ସୃଷ୍ଟି ହୋଇପାରେ।

ପ୍ରତିକାର - ହନୁମାନଙ୍କର ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :