• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th July 2024: ଏହି ରାଶିର ବ୍ୟକ୍ତି ହେବେ ଖୁବ୍‌ ଲାଭବାନ

ସୌର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର । ଚନ୍ଦ୍ର- କନ୍ୟା ଦିବା ୦୮.୪୨ ଗତେ ତୁଳା । ତିଥି- ୮ମୀ ସନ୍ଧ୍ୟା ୦୫.୨୬ ଗତେ ୯ମୀ । ଘାତଚନ୍ଦ୍ର- ବୃଷ ରାଶିର ଦିବା ୦୮.୪୨ ପର୍ଯ୍ୟନ୍ତ । ଘାତବାର- ମେଷ ରାଶିର ।

Leo

ସିଂହ

Sunday 14 Jul 2024

ମଘା- ପାରିବାରିକ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅବହେଳା କରିପାରିବେ ନାହିଁ । ଗଠନମୂଳକ ପ୍ରସ୍ତାବ ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି। 

ପୂ,ଫାଲଗୁନି - ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ ।  ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ । ଅଫିସ୍ କାମରେ ବ୍ୟସ୍ତ ରହିବେ ।

ଉ,ଫାଲଗୁନି- କଳା,ସାହିତ୍ୟ, ସଙ୍ଗୀତ, ରାଜନୀତି, ସାମ୍ବାଦିକତା, ଆଇନ ଓ ଅଦାଲତ କ୍ଷେତ୍ରରୁ ଶୁଭଫଳ ପାଇବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ ।

ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର-ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ