• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th June 2023: ଏହି ରାଶିର ବ୍ୟକ୍ତି ଆଜି କଳା, ସଙ୍ଗୀତ, କ୍ରୀଡ଼ା ଓ ବ୍ୟବସାୟ କ୍ଷେତ୍ରରେ ପାଇବେ ସଫଳତା

ସୌର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ୧୧ଶୀ ଦିବା ୦୮.୪୮ ଗତେ ୧୨ଶୀ । ଘାତ ଚନ୍ଦ୍ର – ମେଷ ଅହାରାତ୍ର । ଘାତ ବାର – କର୍କଟ । ପୁଷ୍କର ଦୋଷ – ଦିବା ୦୮.୪୮ ଗତେ ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Aries

ମେଷ

Wednesday 14 Jun 2023

ମୃଗଶିରା- କାର୍ଯ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇପାରନ୍ତି ।

ଆଦ୍ରା- ରାଜନୀତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରୀଡ଼ା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ ।

ପୁନର୍ବସୁ- ବିଦ୍ୟାର୍ଥୀମାନେ ପଢାରେ ମନ ଲଗାଇବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :