• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th June 2023: ଏହି ରାଶିର ବ୍ୟକ୍ତି ଆଜି କଳା, ସଙ୍ଗୀତ, କ୍ରୀଡ଼ା ଓ ବ୍ୟବସାୟ କ୍ଷେତ୍ରରେ ପାଇବେ ସଫଳତା

ସୌର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ୧୧ଶୀ ଦିବା ୦୮.୪୮ ଗତେ ୧୨ଶୀ । ଘାତ ଚନ୍ଦ୍ର – ମେଷ ଅହାରାତ୍ର । ଘାତ ବାର – କର୍କଟ । ପୁଷ୍କର ଦୋଷ – ଦିବା ୦୮.୪୮ ଗତେ ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Taurus

ବୃଷ

Wednesday 14 Jun 2023

କୃତିକା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ

ରୋହିଣୀ- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ପଇସାର ଅଭାବ ଦେଖାଯାଇପାରେ ।

ମୃଗଶିରା- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖିବା ଜରୁରୀ ଅଟେ । ଘରେ ଅଧିକ କାର୍ଯ୍ୟ ଯୋଗୁଁ ଥକା ଅନୁଭବ କରିବେ ।

ପ୍ରତିକାର – ମା’ କଟକଚଣ୍ଡିଙ୍କ ମନ୍ତ୍ରପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :