• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th June 2023: ଏହି ରାଶିର ବ୍ୟକ୍ତି ଆଜି କଳା, ସଙ୍ଗୀତ, କ୍ରୀଡ଼ା ଓ ବ୍ୟବସାୟ କ୍ଷେତ୍ରରେ ପାଇବେ ସଫଳତା

ସୌର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ୧୧ଶୀ ଦିବା ୦୮.୪୮ ଗତେ ୧୨ଶୀ । ଘାତ ଚନ୍ଦ୍ର – ମେଷ ଅହାରାତ୍ର । ଘାତ ବାର – କର୍କଟ । ପୁଷ୍କର ଦୋଷ – ଦିବା ୦୮.୪୮ ଗତେ ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Cancer

କର୍କଟ

Wednesday 14 Jun 2023

ପୁନର୍ବସୁ- ଚିନ୍ତା ନକରି କାମରେ ମନ ଦିଅନ୍ତୁ, ମିତ୍ରମାନେ ସହଯୋଗର ହାତ ବଢ଼ାଇବେ। ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ଲାଭବାନ୍ ହେବେ । ଆପଣ ଅଯଥା ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ

ପୁଷ୍ୟା- ପୁରୁଣା ସମସ୍ୟାଗୁଡ଼ିକ ତୁଟି ଯାଇଥଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ ।

ଅଶ୍ଳେଷା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :