• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th June 2023: ଏହି ରାଶିର ବ୍ୟକ୍ତି ଆଜି କଳା, ସଙ୍ଗୀତ, କ୍ରୀଡ଼ା ଓ ବ୍ୟବସାୟ କ୍ଷେତ୍ରରେ ପାଇବେ ସଫଳତା

ସୌର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ୧୧ଶୀ ଦିବା ୦୮.୪୮ ଗତେ ୧୨ଶୀ । ଘାତ ଚନ୍ଦ୍ର – ମେଷ ଅହାରାତ୍ର । ଘାତ ବାର – କର୍କଟ । ପୁଷ୍କର ଦୋଷ – ଦିବା ୦୮.୪୮ ଗତେ ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Leo

ସିଂହ

Wednesday 14 Jun 2023

ମଘା- ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ପ୍ରେମିକ ପ୍ରେମିକା ସଂପର୍କ ମଧୁର ରହିବ । ଧର୍ମ ଓ ସାଂସ୍କୃତିକ କାର୍ଯ୍ୟରେ ଯୋଗଦାନ କରିବେ ।

ପୂ- ଫାଲ୍‌ଗୁନୀ- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରିପାରିଲେ ଅବଶ୍ୟ ସଫଳତା ପାଇବେ ।

ଉ- ଫାଲ୍‌ଗୁନୀ- ବିଦ୍ୟାର୍ଥୀ ମାନେ ପଢିବା ପାଇଁ ବିଦେଶା ଗତ ହେବାର ସୁଯୋଗ ରହିଛି । ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :