• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th June 2023: ଏହି ରାଶିର ବ୍ୟକ୍ତି ଆଜି କଳା, ସଙ୍ଗୀତ, କ୍ରୀଡ଼ା ଓ ବ୍ୟବସାୟ କ୍ଷେତ୍ରରେ ପାଇବେ ସଫଳତା

ସୌର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ୧୧ଶୀ ଦିବା ୦୮.୪୮ ଗତେ ୧୨ଶୀ । ଘାତ ଚନ୍ଦ୍ର – ମେଷ ଅହାରାତ୍ର । ଘାତ ବାର – କର୍କଟ । ପୁଷ୍କର ଦୋଷ – ଦିବା ୦୮.୪୮ ଗତେ ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Virgo

କନ୍ୟା

Wednesday 14 Jun 2023

ଉ- ଫାଲ୍‌ଗୁନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ । ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି ।

ହସ୍ତା- ରାଜନୀତିରେ ବିରୋଧୀଙ୍କ ପ୍ରତି ସାବଧାନ ରୁହନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ଚିତ୍ରା- କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ମହିଳାମାନେ ନିଜର ବ୍ୟବହାର ପ୍ରତି ଧ୍ୟାନ ଦିଅନ୍ତୁ ।

ପ୍ରତିକାର- ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :