• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th June 2023: ଏହି ରାଶିର ବ୍ୟକ୍ତି ଆଜି କଳା, ସଙ୍ଗୀତ, କ୍ରୀଡ଼ା ଓ ବ୍ୟବସାୟ କ୍ଷେତ୍ରରେ ପାଇବେ ସଫଳତା

ସୌର ବୃଷ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ବୁଧବାର । ଚନ୍ଦ୍ର – ମେଷ ଅହୋରାତ୍ର । ତିଥି – ୧୧ଶୀ ଦିବା ୦୮.୪୮ ଗତେ ୧୨ଶୀ । ଘାତ ଚନ୍ଦ୍ର – ମେଷ ଅହାରାତ୍ର । ଘାତ ବାର – କର୍କଟ । ପୁଷ୍କର ଦୋଷ – ଦିବା ୦୮.୪୮ ଗତେ ୧ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Aquarius

କୁମ୍ଭ

Wednesday 14 Jun 2023

ଧନିଷ୍ଠା- ଆତ୍ମବଳ ବୃଦ୍ଧି ପାଇବା ସହିତ ପରିବାରରେ ସୁଖ-ଶାନ୍ତି ପ୍ରାପ୍ତ ହେବ । ପରିସ୍ଥିତି ଜଟିଳତା ମଧ୍ୟରେ ସମସ୍ତ କାର୍ଯ୍ୟ ବାଧାପ୍ରାପ୍ତି ହୋଇପାରେ ।

ଶତଭିଷା- ମହିଳା ମାନେ ଧର୍ମପରାୟଣ ରହିବା ସହିତ ବନ୍ଧୁ ପରିଜନଙ୍କ ପ୍ରିୟଭାଜନ ହେବେ । ବିଦ୍ୟାର୍ଥୀ ମାନେ କୃତିତ୍ୱ ହାସଲ କରିବେ । ପ୍ରଶାସନିକ ସ୍ତରରେ ଭଲ କାମ କରିପାରନ୍ତି

ପୂ, ଭାଦ୍ରପଦ- ଧିରେ ଧିରେ ପ୍ରଗତି ପଥରେ ଅଗ୍ରସର ହେବେ । ବିଦେଶ ଯାତ୍ରା କରିପାରନ୍ତି । ଭଲ ବ୍ୟବହାର ଯୋଗୁଁ ସମସ୍ତଙ୍କର ପ୍ରିୟ ହୋଇପାରନ୍ତି ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :