• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୪ ଶୁକ୍ରବାର,ଚନ୍ଦ୍ର- ସିଂହ ଦିବା ୧୧.୫୪ ଗତେ କନ୍ୟା ତିଥି- ୮ମୀ ରାତ୍ରି୨.୦୪ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୫୪ ଗତେ ବୃଷ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Taurus

ବୃଷ

Friday 14 Jun 2024

କୃତିକା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବନ୍ଧୁଙ୍କ ସାହାର‌୍ୟ୍ୟ ଦ୍ୱାରା କଠିନ କାର‌୍ୟ୍ୟ କରିବେ । ବୃଦ୍ଧି ବିଦ୍ୟାର ଉତମ ଉପଯୋଗ କରି କାର‌୍ୟ୍ୟରେ ସଫଳତାପାଇବେ । ମାଆଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ

ରୋହିଣୀ- କ୍ୟାରିୟର ଓ ଚାକିରିରେ ସଫଳତା ମିଳିବ । ଚାକିରି ସମ୍ବଦ୍ଧିୟ ଭଲ ଖବର ମିଳିପାରେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ

ମୃଗଶିରା- ସଡକ ଦୁର୍ଘଟଣାର ସମ୍ଭାବନା ରହିଛି । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ଅତିଥି ଚର୍ଚ୍ଚାରେ ସମୟ ବିତାଇବେ

ପ୍ରତିକାର – ମା ଲକ୍ଷ୍ମୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :