• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୪ ଶୁକ୍ରବାର,ଚନ୍ଦ୍ର- ସିଂହ ଦିବା ୧୧.୫୪ ଗତେ କନ୍ୟା ତିଥି- ୮ମୀ ରାତ୍ରି୨.୦୪ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୫୪ ଗତେ ବୃଷ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Friday 14 Jun 2024

ଧନିଷ୍ଠା- ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା ଓ କ୍ଷେତ୍ରରେ ଶୁଭଫଳ ପାଇବେ । ବନ୍ଧୁ ମାନଙ୍କ ସହଯୋଗୀ ମନୋଭାବ ପ୍ରତି ପ୍ରେମାନୁରାଗୀ ହୋଇପାରନ୍ତି।

ଶତଭିଷା-ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟି ହେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।

ପୂ,ଭାଦ୍ରପଦ- ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ବାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :