• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୪ ଶୁକ୍ରବାର,ଚନ୍ଦ୍ର- ସିଂହ ଦିବା ୧୧.୫୪ ଗତେ କନ୍ୟା ତିଥି- ୮ମୀ ରାତ୍ରି୨.୦୪ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୫୪ ଗତେ ବୃଷ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Pisces

ମୀନ

Friday 14 Jun 2024

ପୂ,ଭାଦ୍ରପଦ- ମନରେ ଦୁଶ୍ଚିନ୍ତା ବଢିବ । ପାରିବାରିକ ମାଙ୍ଗଳିକ କାର‌୍ୟ୍ୟର ସୂଚନା ମିଳିବ । ବ୍ୟବସାୟରେ ପ୍ରତିଷ୍ଠା ଲାଭ କରିବେ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ ।

ଉ,ଭାଦ୍ରପଦ- ଅଫିସ୍ କାମରେ ବ୍ୟସ୍ତ ରହିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନିତିରେ କିଛି ବିଶେଃଷ କଥା ଆଲୋଚନା କରିବେ

ରେବତୀ- ଜମିରେ ନିବେଶ ପାଇଁ ଶୁଭ ରହିବ । ମହିଳା ମାନେ ସୁଖି ରହିବେ । ଆପଣଙ୍କ ସ୍ୱଭାବ ଆଖପାଖର ବାତା ବରଣକୁ ମଜାଦାର କରିବ । ଅନ୍ୟ ମାନଙ୍କ ସମସ୍ୟାରେ ଆପଣ ବିଚଳିତ ହୋଇପାରନ୍ତି ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :