• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୪ ଶୁକ୍ରବାର,ଚନ୍ଦ୍ର- ସିଂହ ଦିବା ୧୧.୫୪ ଗତେ କନ୍ୟା ତିଥି- ୮ମୀ ରାତ୍ରି୨.୦୪ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୫୪ ଗତେ ବୃଷ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Gemini

ମିଥୁନ

Friday 14 Jun 2024

ମୃଗଶିରା- ସ୍ବାସ୍ଥ୍ୟରେ ଅବନତି ହୋଇପାରେ । ବାରମ୍ବାର ଚେଷ୍ଟା କରିବା କାରଣରୁ ବନ୍ଧୁଙ୍କ ନିକଟରୁ କିଛି ଅର୍ଥ ସାହାଯ୍ୟ ପାଇବେ । କ୍ରୀଡ଼ା, ସାହିତ୍ୟ ଚର୍ଚ୍ଚା, ଚଳଚ୍ଚିତ୍ର, ସଙ୍ଗୀତ, ପ୍ରତିଦ୍ୱନ୍ଦ୍ୱିତା, ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।

ଆଦ୍ରା- ଆଜି ଅଟକି ରହିଥିବା କାମଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବା କଷ୍ଟକର ହୋଇପଡ଼ିବ । ପରିସ୍ଥିତିବଶତଃ ମିଥ୍ୟା ଭାଷଣରୁ ସମାଲୋଚନାର ପାତ୍ର ହେବାକୁ ପଡ଼ିପାରେ। ସଭାସମିତି କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

ପୁନର୍ବସୁ- ରୋଜଗାର ନୂତନ ସୁଯୋଗ ସୃଷ୍ଟି ହେବ । ଲାଗି ରହିଥିବା ସବୁ କଷ୍ଟର ନିବାରଣ ହେବ । କାମରେ ଆପଣଙ୍କ ଲାଭ ହେବ । ସାମାଜିକ ଓ ପ୍ରଭାବଶାଳୀ କାର‌୍ୟ୍ୟରେ ମନ ବଳାଇବେ

ପ୍ରତିକାର – ତ୍ରିପୁରା ସିନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :