• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୪ ଶୁକ୍ରବାର,ଚନ୍ଦ୍ର- ସିଂହ ଦିବା ୧୧.୫୪ ଗତେ କନ୍ୟା ତିଥି- ୮ମୀ ରାତ୍ରି୨.୦୪ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୫୪ ଗତେ ବୃଷ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Virgo

କନ୍ୟା

Friday 14 Jun 2024

ଉ,ଫଳଗୁନି- ନିଜ ମନରେ ନୂଆ ନୂଆ ବିଚାର ଆସିପାରେ । ବ୍ୟବସାୟ ସଂପୂର୍ଣ୍ଣ କ୍ଷତିରେ ଚାଲିପାରନ୍ତି । ଶାରିରୀକ ଦୁର୍ବଳତା ଦେଖାଦେବ । ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି

ହସ୍ତା- ବିଦ୍ୟାର୍ଥୀ ମାନେ କିଛି ସଫଳତା ପାଇପାରନ୍ତି । ସରକାରୀ କାମରେ ସଫଳତା ପାଇବେ । ଅଧିକ କ୍ରୋଧ କରି ନିଜର କ୍ଷତି କରିପାରନ୍ତି । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର‌୍ୟ୍ୟକୁ ହାତକୁ ନେବେ

ଚିତ୍ରା- ମାଲିମକନ୍ଦମାରେ ସଫଳତା ହାସଲ କରିବେ । ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ । ଲୋକେ ଆପଣଙ୍କ ବ୍ୟକ୍ତିତକୁ ପ୍ରେରଣା ଦେବେ ।

ପ୍ରତିକାର – ସୂର‌୍ୟ୍ୟକୁ ଜଳଦାନ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :