• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୪ ଶୁକ୍ରବାର,ଚନ୍ଦ୍ର- ସିଂହ ଦିବା ୧୧.୫୪ ଗତେ କନ୍ୟା ତିଥି- ୮ମୀ ରାତ୍ରି୨.୦୪ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୫୪ ଗତେ ବୃଷ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Scorpio

ବିଛା

Friday 14 Jun 2024

ବିଶାଖା- ବାନ୍ଧବୀଙ୍କ ଠାରୁ ଶୁଭ ଖବର ଶୁଣିବାକୁ ପାଇବେ । ଉଦର ରୋଗରେ ଆକ୍ରାନ୍ତ ହେବେ । ସବୁ ସମାଧାନକୁ ଦୃଢ ଭାବରେ ମୁକାବିଲା କରିବେ । ଘରୋଇ ଚାକିରିଆଙ୍କୁ ନୂଆ ପକଳ୍ପ ମିଳିବ ।

ଅନୁରାଧା- ଦାମ୍ପତ୍ୟ ଜୀବନ ସାମଞସ୍ୟ ବଜାୟ ରହିବ। ଛାତ୍ରଛାତ୍ରି ମାନେ ପଢା ପଢିରେ ନିରନ୍ତର ମନ ଦେବେ । ପୁରୁଣା ବନ୍ଧୁଙ୍କ ସହିତ ମିଶିବା ପାଇଁ ମନରେ ଆଗ୍ରହ ସୃଷ୍ଟି ହେବ

ଜ୍ୟେଷ୍ଠା- ସାମାଜିକ ମାନସମ୍ମାନ ବାଧା ପ୍ରାପ୍ତ ହେବ । ଆପଣଙ୍କ କଥାକୁ ଲୋକେ ଗମ୍ଭୀରତାର ସହ ଶୁଣିବେ । ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :