• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୪ ଶୁକ୍ରବାର,ଚନ୍ଦ୍ର- ସିଂହ ଦିବା ୧୧.୫୪ ଗତେ କନ୍ୟା ତିଥି- ୮ମୀ ରାତ୍ରି୨.୦୪ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୫୪ ଗତେ ବୃଷ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Sagittarius

ଧନୁ

Friday 14 Jun 2024

ମୂଳା- ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ । ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ ।

ପୂ,ଷାଢା- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୂରସ୍କୃତ ହେବେ । ରାଜନୀତିରେ ନିଜର ଭାବମୂର୍ତି ରକ୍ଷା କରିବା ପାଇଁ ଚେଷ୍ଟା କରିବେ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ

ଉ,ଷାଢା- ପଦମର‌୍ୟ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ । ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ। ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।

ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :