• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th June 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟରେ ଲାଭବାନ ହେବେ

ସୈାର ବୃଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ। ଇଂରାଜୀରେ ୧୪ ଶୁକ୍ରବାର,ଚନ୍ଦ୍ର- ସିଂହ ଦିବା ୧୧.୫୪ ଗତେ କନ୍ୟା ତିଥି- ୮ମୀ ରାତ୍ରି୨.୦୪ ଗତେ ୯ମୀ,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର , ଦିବା ୧୧.୫୪ ଗତେ ବୃଷ ରାଶିର ଘାତବାର- ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Capricorn

ମକର

Friday 14 Jun 2024

ଉ,ଷାଢା- କୈାଣସି ବିଶେଷ କାମରେ ପରିବାର ଲୋକଙ୍କ ସାହାର‌୍ୟ୍ୟ ପାଇବେ । ପ୍ରିୟତମଙ୍କ ସହ ଆପଣଙ୍କ ସମ୍ବନ୍ଧ ଭଲ ହେବ । ବ୍ୟବସାୟରେ ଉନ୍ନତି ପାଇଁ ନୂଆ ପଥ ଖୋଲିବ । ରାଜନୀତିରେ ମନକାମନା ପୂରଣ ହେବ

ଶ୍ରବଣା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ । ସାମାଜିକ କାର‌୍ୟ୍ୟରେ ଆପଣଙ୍କ ରୁଚି ବଢିବ ।

ଧନିଷ୍ଠା- କୋର୍ଟ କଚେରୀ ମାମଲାରେ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରିୟବ୍ୟକ୍ତିଙ୍କୁ ହରାଇ ମାନସିକ ଅସ୍ଥିରତା ଅନୁଭବ କରିବାକୁ ପଡିପାରେ । ମହିଳା ମାନେ ମନରେ ନୂଆ ନୂଆ ବିଚାର ଆସିବ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :