• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th March 2023: ଏହି ରାଶିର ବ୍ୟକ୍ତି ଆଜି କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୭ମୀ ରାତ୍ରି ୦୮.୨୨ ଗତେ ୮ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୨୨ ଗତେ ୧ ପାଦ

Aries

ମେଷ

Tuesday 14 Mar 2023

ଅଶ୍ୱନୀ- ସ୍ୱାସ୍ଥ୍ୟ ପାଇଁ ସତର୍କତା ଅବଲମ୍ବନ କରିବାକୁ ପଡିବ । ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଅଫିସ୍ କାମ ପୂରା କରିବାରେ ସଂପୂର୍ଣ୍ଣ ସଫଳ ହେବେ । ପରିବାର ଭିତରେ ଖୁସିର ବାତାବରଣ ସୃଷ୍ଟି ହେବ

କୃତିକା- ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ

ଦ୍ୱିଜା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :