• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th March 2023: ଏହି ରାଶିର ବ୍ୟକ୍ତି ଆଜି କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୭ମୀ ରାତ୍ରି ୦୮.୨୨ ଗତେ ୮ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୨୨ ଗତେ ୧ ପାଦ

Taurus

ବୃଷ

Tuesday 14 Mar 2023

କୃତିକା- ଆପଣଙ୍କର ଭାଗ୍ୟ ଆପଣଙ୍କ ସହିତ ରହିବ ଏବଂ କମ୍ ପରିଶ୍ରମ ସତ୍ତ୍ୱେ ଅନୁକୂଳ ଫଳାଫଳ ପାଇବେ । ପରିବାର ସଦସ୍ୟଙ୍କ ମଧ୍ୟରେ ଥିବା ସମନ୍ୱୟ ବିଘ୍ନ ଆଣିପାରେ କିନ୍ତୁ ପରିସ୍ଥିତି ଧୀରେ ଧୀରେ ଭଲ ରହିବ । ପିତା ମାତା ନିଜ ସନ୍ତାନଙ୍କ ବିବାହ ପାଇଁ ଯୋଜନା କରି ପାରନ୍ତି

ରୋହିଣୀ- ସ୍ଥାବର ଅସ୍ଥାବର ସମ୍ପତିର ମାଲିକାନା ପାଇପାରନ୍ତି । ଶିକ୍ଷା ସହ ଜଡିତ କିଛି ଅସୁବିଧା ସାମ୍ନା କରିବାକୁ ପଡିପାରେ । ବିନା ସ୍ୱାର୍ଥରେ ଅନ୍ୟର ସହୟତା କରି ଖୁସି ଅନୁଭବ କରିବେ

ମୃଗଶିରା- ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ । ସଫଳତା ପାଇଁ ପ୍ରୟାସ ଜାରି ରଖନ୍ତୁ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :