ସୈାର କୁମ୍ଭ ମାସ ଚୈତ୍ର କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ମଙ୍ଗଳବାର । ଚନ୍ଦ୍ର – ବିଛା ଅହୋରାତ୍ର,ତିଥି – ୭ମୀ ରାତ୍ରି ୦୮.୨୨ ଗତେ ୮ମୀ,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର- ମକର,ପୁଷ୍କର ଦୋଷ – ୨ ପାଦ କୃଷି ଓ ପଶୁହାନି- ଭୂମି ଓ ଅନ୍ନଦାନ ରାତ୍ରି ୦୮.୨୨ ଗତେ ୧ ପାଦ
ମୃଗଶିରା- ଆପଣଙ୍କୁ ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ ।
ଆଦ୍ରା- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।
ପୁନର୍ବସୁ- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମନୋରଞନ କାର୍ୟ୍ୟରେ ଅଶାନ୍ତି ଉପୁଜିବ
ପ୍ରତିକାର – ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫