• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ରାତ୍ରି ୧୦.୪୧ ଗତେ ବୃଷ , ତିଥ- ୫ମୀ ରାତ୍ରି ୧୧.୨୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୧୦.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ଦିବା ୦୪.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Aries

ମେଷ

Thursday 14 Mar 2024

ଅଶ୍ୱନୀ-ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟ କ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ଼ କରିବେ । ପାରିବାରିକ ଜୀବନ ଆନନ୍ଦ ମୟ ରହିବ ।

ଦ୍ୱିଜା- ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଚାକିରିରେ ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ

କୃତିକା- ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ । ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ରହି ପାରନ୍ତି ।

ପ୍ରତିକାର - ମା ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :