ସୈାର ମୀନ ମାସ ଫାଲ୍ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ରାତ୍ରି ୧୦.୪୧ ଗତେ ବୃଷ , ତିଥ- ୫ମୀ ରାତ୍ରି ୧୧.୨୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୧୦.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ଦିବା ୦୪.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।
ଧନିଷ୍ଠା- ପେଟ ବ୍ୟଥାରୁ ମୁକ୍ତି ମିଳିବ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ଋଖନ୍ତୁ । ବ୍ୟବସାୟରେ ପରିଶ୍ରମ ଅନୁଯାୟୀ ଫଳ ପାଇବ । ହଠାତ୍ କୌଣସି ଖୁସି ଖବର ପାଇପାରନ୍ତି
ଶତଭିଷା- । ବନ୍ଧୁ ମାନଙ୍କ ସହିତ ସମୟ ଅତିବାହିତ କରିବେ । ପାରିବାରିକ ଜୀବନ ସୁଖ ଏବଂ ଶାନ୍ତିରେ କଟିବ । ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ
ପୂ,ଭାଦ୍ରପଦ- ଆପଣଙ୍କ ସାଥୀଙ୍କୁ ଅଧିକ ସମର୍ଥନ କରନ୍ତୁ । ଆପଣ ସର୍ବଦା ନିଜର ଭବିଷ୍ୟତକୁ ଧ୍ୟାନରେ ରଖି କାର୍ୟ୍ୟ କରିବା ଉଚିତ । ଆପଣ ନିଜ ପାଇଁ କୌଣସି ସମ୍ପତ୍ତି ବିନିଯୋଗ କିମ୍ବା କ୍ରୟ କରିବେ
ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮