• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ରାତ୍ରି ୧୦.୪୧ ଗତେ ବୃଷ , ତିଥ- ୫ମୀ ରାତ୍ରି ୧୧.୨୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୧୦.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ଦିବା ୦୪.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Gemini

ମିଥୁନ

Thursday 14 Mar 2024

ମୃଗଶିରା- ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ । ସନ୍ତାନ ମଧ୍ୟରେ ବ୍ୟତିକ୍ରମ ଘଟିବାର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଓ କୂଟନୀତି ପ୍ରୟୋଗ କରି କାମ ହାସଲ କରିବେ

ଆଦ୍ରା- ଆପଣଙ୍କର ବ୍ୟକ୍ତିତ୍ୱ ପ୍ରତ୍ୟେକ କ୍ଷେତ୍ରରେ ବିକାଶ ହେବ । ପରୀକ୍ଷା ପ୍ରାର୍ଥୀମାନେ ଶ୍ରେଷ୍ଠ ପ୍ରଦର୍ଶନକାରୀ ହେବାର ସମ୍ଭାବନା ଅଧିକ ଦେଖାଦେବ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।

ପୁନର୍ବସୁ- ସମ୍ପତି କ୍ରୟ କରିବାର ସୁଯୋଗ ପାଇବେ । ଛାତ୍ରଛାତ୍ରି ମାନେ ପଢାରେ ଅବହେଳା କରି ପାରନ୍ତି । ମହିଳା ମାନଙ୍କ ମନବଳ ବୃଦ୍ଧି ଘଟିବ ।

ପ୍ରତିକାର – ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :