• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ରାତ୍ରି ୧୦.୪୧ ଗତେ ବୃଷ , ତିଥ- ୫ମୀ ରାତ୍ରି ୧୧.୨୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୧୦.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ଦିବା ୦୪.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Virgo

କନ୍ୟା

Thursday 14 Mar 2024

ଉ,ଫଳଗୁନି- କୈାଣସି କାରଣରୁ ମନରେ ଭୟ ଆସିପାରେ । ଆମୋଦ, ପ୍ରମୋଦରେ ଦିନ କଟିବ । ଧର୍ମ ଭାବନାରୁ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କର ସହୟତା ଲୋଡିବେ

ହସ୍ତା- ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ

ଚିତ୍ରା- କ୍ୟାରିୟର ଓ ଶିକ୍ଷାକ୍ଷେତ୍ରରେ ପ୍ରତ୍ୟେକ କାର୍ଯ୍ୟକୁ ବଡ ମାନଙ୍କ ଠାରୁ ବୁଝିବିଚାରି କଲେ ଠିକ୍ ହେବ । ଭୂ-ସମ୍ପତି ଭାଗ ହୋଇପାରେ । ନାରୀ ମାନଙ୍କର ସହନଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :