• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ରାତ୍ରି ୧୦.୪୧ ଗତେ ବୃଷ , ତିଥ- ୫ମୀ ରାତ୍ରି ୧୧.୨୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୧୦.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ଦିବା ୦୪.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Libra

ତୁଳା

Thursday 14 Mar 2024

ଚିତ୍ରା- ପେଟରେ କଷ୍ଟ ଅନୁଭବ କରିବେ । ଭାଇ-ଭଉଣୀଙ୍କ ଖୁସି ପାଇଁ ପାରିବାରରେ ଶାନ୍ତି କେତେଂକାଶରେ ଦେଖାଦେବ । ପତ୍ନୀଙ୍କ ସହ ମନମାଳିନ୍ୟ ଯୋଗୁଁ ଆପଣ ଅଶାନ୍ତି ଭୋଗ କରିବେ ।

ସ୍ୱାତୀ- ରାଜନୀତିରେ ପଛକଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସଂଘର୍ଷ କରି ବିଜୟ ଲାଭ ପାଇବେ ।

ବିଶାଖା- ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଭଲ ସଫଳତା ପାଇବେ । ପିତୃ ପୁରୁଷ ସମ୍ପତି ପାଇଁ ଖୁସି ଅନୁଭବ କରିବେ । ମହିଳା ମାନେ ନୂଆ କାର୍ଯ୍ୟର ଅନୁସନ୍ଧାନ କରିବେ

ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :