• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th March 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ଜମି କ୍ରୟ କରିବାର ଯୋଗ ରହିଛି

ସୈାର ମୀନ ମାସ ଫାଲ୍‌ଗୁନ ଶୁକ୍ଳପକ୍ଷ। ଇଂରାଜୀରେ ୧୪ ତାରିଖ ଗୁରୁବାର । ଚନ୍ଦ୍ର- ମେଷ ରାତ୍ରି ୧୦.୪୧ ଗତେ ବୃଷ , ତିଥ- ୫ମୀ ରାତ୍ରି ୧୧.୨୬ ଗତେ ୬ଷ୍ଠୀ । ଘାତଚନ୍ଦ୍ର- ମେଷ ରାଶିର, ରାତ୍ରି ୧୦.୪୧ ଗତେ ବିଛା ରାଶିର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ଦିବା ୦୪.୫୫ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Sagittarius

ଧନୁ

Thursday 14 Mar 2024

ମୂଳା- ସୁସ୍ଥ ମାନସିକତା ରକ୍ଷା କରିବେ । ଭାଇଙ୍କ ଠାରୁ ସାହାର‌୍ୟ୍ୟ ସହଯୋଗ ପାଇ ଚିନ୍ତା ମୁକ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ

ପୂ,ଷାଢା- କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରିବାକୁ ପଡିପାରେ । ରାଜନିତି କରିବାରେ ଆଗ୍ରହ ପ୍ରକାଶ ପାଇବ । ଶତୃଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି ।

ଉ,ଷାଢା- ଚାକିରି କ୍ଷେତ୍ରରେ ମହିଳା ମାନେ ମନୋନିତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରନ୍ତି । ଦୀର୍ଘଦିନରୁ ଅଟଳି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି। ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବାକୁ ମନସ୍ଥ କରିବେ।

ପ୍ରତିକାର – ମାଆ ତାରାଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :