ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।
କୃତିକା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ। ଅଚାନକ କୌଣସି ପୁରୁଣା ବନ୍ଧୁ ଦେଖାହେବେ। ନିଜର ଅହଂଭାବ ଯୋଗୁ କୌଣସି କାର୍ଯ୍ୟ ଠିକ୍ ଭାବରେ କରି ପାରିବେ ନାହିଁ। ରୋହିଣୀ- ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ। ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ। ଚାକିରିରେ ଅପଦସ୍ତ ହୋଇପାରନ୍ତି। ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ। ମୃଗଶିରା- ବିଦ୍ୟାର୍ଥୀ ମାନେ ଗୁରୁଜନମାନଙ୍କ ଆଜ୍ଞା ପାଳନ କରିବେ। ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି। ଯେଉଁ କାର୍ଯ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।
ପ୍ରତିକାର – ନାଲି ରଙ୍ଗର ଗାଇକୁ ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।