ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।
ଧନିଷ୍ଠା- କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଈର୍ଷା ପରାୟଣ ମନୋଭାବ କାରଣରୁ ନିକଟ ସମ୍ପର୍କୀୟମାନେ ଦୂରେଇ ରହିପାରନ୍ତି।ଶତଭିଷା- ରାଜନୈତିକ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି ସାଧାରଣ ଲୋକ ସମ୍ପର୍କ ବୃଦ୍ଧି ହେବା ଯୋଗେ ବିଜୟୀ ହେବେ । ମନୋରଞ୍ଜନ କାର୍ଯ୍ୟରେ ବା କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ । ପୂ,ଭାଦ୍ରପଦ- ଜମିରେ ନିବେଶ ପାଇଁ ଭଲ ଦିନଟିଏ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ଘର ଓ ଦୋକାନର ମରାମତି ପାଇଁ ଆପଣ ଯୋଜନା କରିପାରିବେ ।
ପ୍ରତିକାର – ଶନିଦେବଙ୍କ ଗାୟତ୍ରି ମନ୍ତ୍ରକୁ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।