ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।
ପୂ,ଭାଦ୍ରପଦ- ସ୍ୱାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ। ନିଜର ମନ ଅନୁସାରେ କର୍ମ କ୍ଷେତ୍ରରେ ସ୍ୱାଧିନତା ପାଇବେ। ପାରିବାରିକ ଜୀବନେର ସନ୍ତୁଳତା ରକ୍ଷା କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କଛି ନୂଆ ଯୋଜନା କରିବେ । ଉ,ଭାଦ୍ରପଦ- କର୍ମ କ୍ଷେତ୍ରରେ କୌଣସି ନୂତନ ଯୋଜନା କରିବା ସକାଶେ ମନ ବଳାଇପାରନ୍ତି । ଛାତ୍ରଛାତ୍ରିଙ୍କର ସ୍ମରଣ ଶକ୍ତି ବୃଦ୍ଧି ହେବା ସହ ପାଠପଢାରେ ମନ ଦେବେ। ଚାକିରିଆଙ୍କ ଦରମା ବୃଦ୍ଧି ହୋଇପାରେ । ରାଜନିତିରେ ସମ୍ମାନ ପାଇବେ । ରେବତୀ- ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ । ପ୍ରଶାସନିକ କ୍ଷେତ୍ରରେ ଉତେଜନା ପରିସ୍ଥିତି ରହିପାରେ। ପରିସ୍ଥିତି ପଡି ଜମିକୁ ଭାଗ କରି ପାରନ୍ତି।
ପ୍ରତିକାର – ବିଷ୍ଣୁଙ୍କ ପୂଜା, ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।