ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।
ମୃଗଶିରା- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୌଣସି ମତେ ଦୃଢ କରିବେ। ରାଜନୀତିରେ ସୁନାମ ବଢିବା ସହ ଆୟ ଉତ୍ତମ ହେବ। ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ । ଆଦ୍ରା- ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ। ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି। ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ । ପୁନର୍ବସୁ- କଚେରି ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ଛାତ୍ର ଛାତ୍ରୀ ମାନେ ପାଠ ପଢାରେ ଅନ୍ୟମନସ୍କ ହୋଇ ପାରନ୍ତି । ଅଧା ଅଧୁରା କାର୍ଯ୍ୟ ପୂରଣ ହୋଇଯିବ।
ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।