ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।
ମଘା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବ। ଆଜି କୌଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ। ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ।ପୂ,ଫାଲଗୁନି- ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ। ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ମହିଳାମାନେ ବିଭିନ୍ନ ପ୍ରକାର ଲାଭର ସୌଭାଗ୍ୟ ଲାଭ କରିବେ । ରାଜନୀତିରେ ନୂତନ ସମସ୍ୟାରେ ପୀଡିତ ହେବେ । ଉ,ଫାଲଗୁନି- ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ। ପୁରୁଣା ଗାଡି ବିକିବାରେ ମନ ବଳାଇବେ। ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଦୂରଯାତ୍ରା କରି ମନ ଖୁସି ରହିବ।
ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୧
ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।