ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।
ଉ,ଫଳଗୁନି- ପୁରାତନ ରୋଗରୁ ଉପଶମ ମିଳିବ। ପରିବାର ସହ ଦୂରସ୍ଥାନକୁ ଯାତ୍ରା କରିବା ସହିତ ଘରୋପକରଣ ଜିନିଷ ମଧ୍ୟ ଆଣି ପାରନ୍ତି। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ବ୍ୟବସାୟ ପଥ ସୁଗମ ହେବ , ଆୟ ଅବ୍ୟହତ ହେବ। ହସ୍ତା- ରାଜନୀତିରେ ସାହାସିକ ପଦକ୍ଷପ ନେଇ ଆଗକୁ ଅତିକ୍ରମ କରିବେ। ଶିକ୍ଷାର୍ଥୀମାନେ ବିଦ୍ୟାରେ ସଫଳତା ହାସଲ କରିବେ। ମହିଳାମାନେ ବନ୍ଧୁପ୍ରିୟ ରହିବେ। ଚିତ୍ରା- ଚାକିରିରେ ସହକର୍ମୀ ମାନେ ଅସହଯୋଗ କରିବେ। ମହିଳାମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ। ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ।
ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ପୂଜା, ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।