ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।
ଚିତ୍ରା- ଜୀବନ ସାଥୀଙ୍କ ସହିତ ସୁଖଦ ସନ୍ଧ୍ୟା ଅତିବାହିତ କରିବେ। କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ।ୟ। ସପରିବାର ବଡ ସହରକୁ ଯିବାର ଯୋଜନା କରିପାରନ୍ତି ।ସ୍ୱାତୀ- ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ। ବିବାହ ଆଦି ଶୁଭକର୍ମରେ ଯୋଗ ଦେଇ ପାରନ୍ତି। କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ହେବା ଦରକାର। ବିଶାଖା- ବିଦ୍ୟାର୍ଥୀମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ। ଘରୋଇ କାର୍ଯ୍ୟ ଯୋଗୁ ଥକା ଅନୁଭବ କରିବେ । ଜଗା ,ଜମି, ଗୃହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇପାରେ।
ପ୍ରତିକାର – ଭାର୍ଗବିଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।