ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।
ବିଶାଖା- କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଆଲୋଚନାର ପାତ୍ର ହେବେ। ଘରେ ବନ୍ଧୁ ମିଳନ ଆମୋଦ ପ୍ରମୋଦର ସୁଅ ଛୁଟିବ। ଆବଶ୍ୟକତା ଠାରୁ ଅଧିକ ଧନ ପାଇବେ।ଅନୁରାଧା- ଅଫିସରେ କରିଥିବା କାମର ଶ୍ରେୟ କାହାରିକୁ ଦିଅନ୍ତୁ ନାହିଁ। ଜୀବନରେ ନୂଆ ସଂକେତ ମିଳିପାରେ। ହଜିଥିବା ଜିନିଷର ସନ୍ଧାନ ପାଇ ପୁରାଦିନ ଖୁସି ରହିବେ। ଧର୍ମ ପୁସ୍ତକ ପଢିବାରେ ଆଗ୍ରହ ବଢିବ। ଜ୍ୟେଷ୍ଠା- ଜମିବାଡ଼ି ସମସ୍ୟାର ସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ବିଦ୍ୟାର୍ଥୀ ମାନେ ପ୍ରତିଦ୍ୱନ୍ଦିତାରେ ସଫଳ ହେବା ପାଇଁ ଚେଷ୍ଟା କରିବେ। ଧାର ଦେବା ନେବାରେ ନିବୃତ୍ତ ରୁହନ୍ତୁ ।
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।