ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।
ମୂଳା- ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ପୂ,ଷାଢା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ।ଉ,ଷାଢା- ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ସାମାଜିକତା କ୍ଷେତ୍ରରେ ସକ୍ରିୟତା ବଢିପାରେ । ଅଚାନକ ଧନଲାଭ ହେତୁ ଆଥିକ ସ୍ଥିତି ସୁଧାର ଆସିଯିବ ଓ ଆୟ ବୃଦ୍ଧି ହେବ।
ପ୍ରତିକାର – ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।