ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।
ଉ,ଷାଢା- ସ୍ୱାସ୍ଥ୍ୟ ସ୍ଥିତିରେ ସଂପୂର୍ଣ୍ଣ ଉନ୍ନତି ଦେଖାଦେବ । ସୁସ୍ଥ ମାନସିକତା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ । ନୂତନ ବନ୍ଧୁ ସଂପର୍କ ଯୋଡିବା ପାଇ ଚେଷ୍ଟା କରିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ। ଶ୍ରବଣା- ସନ୍ତାନ ମାନଙ୍କ ସାଫଲ୍ୟ ମନରେ ଖୁସି ଆଣିଦେବ । ରାଜନୀତିରେ ନାନା ପ୍ରକାର ସମସ୍ୟା ଭିତରେ ଗତି କରିପାରନ୍ତି । ବାଣିଜ୍ୟ ବ୍ୟବସାୟରେ ସ୍ଥିତି ଅବସ୍ଥା ଲାଗି ରହିବ। ଘର ପାଇଁ ଆସବାବ କ୍ରୟ କରିବେ । ଧନିଷ୍ଠା- ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୂର୍ଣ୍ଣ କରିବେ। ଜମିରେ ଆଜି ନିବେଶ କରନ୍ତୁ ନାହିଁ। ମୁରବୀ ଆପଣଙ୍କୁ କୈାଣସି ଭଲ ପରାମର୍ଶ ଦେଇ ପାରନ୍ତି। କଳା, ସାହିତ୍ୟ ଓ ସଙ୍ଗୀତ ଆସରରେ ନିଜକୁ ହଜାଇ ଦେଇପାରନ୍ତି ।
ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮
ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।