Daily Horoscope 14th March 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।

Aries

ମେଷ

Friday 14 Mar 2025

ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ।ଦ୍ୱିଜା- ବ୍ୟବସାୟରେ ଆୟର ସ୍ରୋତ ଖୋଲିଯିବ। ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି। ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ। କୃତିକା- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ। ବିଦ୍ୟାର୍ଥୀମାନେ ପଢାପଢିରେ ମନଭାବ ପ୍ରକାଶ କରିବେ। ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି। ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।