• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th May 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୩.୨୪ ଗତେ ମୀନ,ତିଥି – ୧୦ମୀ ରାତ୍ରି ୦୨.୪୬ ଗତେ ୧୧ଶୀ,ଘାତ ଚନ୍ଦ୍ର – ମିଥୁନ, ମୀନ ରାତ୍ରି ୦୩.୨୪ ଗତେ ଧନୁ,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୦.୧୬ ଗତେ ୨ ପାଦ-କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ।

Aquarius

କୁମ୍ଭ

Sunday 14 May 2023

ଧନିଷ୍ଠା- ଭାଗୀଦାରୀ ବ୍ୟବସାୟୀଙ୍କ ସହ ସମନ୍ୱୟ ଭଲ ରହିବ । ସମସ୍ତ ପରିବାର ସଦର୍ସ ଏକାଠି ମିଶି ଦୂର ସ୍ଥାନକୁ ଭ୍ରମଣରେ ଯାଇ ପାରନ୍ତି । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି

ଶତଭିଷା- ଭଲ ଟଙ୍କା ରୋଜଗାର କରିବା ଆରମ୍ଭ କରିବା ସହିତ ଅନାବଶ୍ୟକ ଟଙ୍କା ଖର୍ଚ୍ଚ କରିବାରୁ ନିବୃତ୍ତ ରହିବେ । ବିଦେଶରେ ରହି ପଢିବାର ସ୍ୱପ୍ନ ପୂରଣ ହୋଇପାରେ । ଅନ୍ୟର ସାହାର‌୍ୟ୍ୟ ସମର୍ଥନରେ ଲକ୍ଷହାସଲ କରିପାରିବେ

ପୂ, ଭାଦ୍ରପଦ- ଧାର୍ମିକ ଭାବନାରେ ଶାନ୍ତି ପାଇବେ ଓ ଆତ୍ମ ବିଶ୍ୱାସ ବଢିପାରେ । ରାଜନୈତିକ ସ୍ତରରେ ପ୍ରଂଶସିତ ହେବେ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍

ପ୍ରତିକାର – ଦକ୍ଷିଣ କାଳିଙ୍କ ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :