• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th May 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୩.୨୪ ଗତେ ମୀନ,ତିଥି – ୧୦ମୀ ରାତ୍ରି ୦୨.୪୬ ଗତେ ୧୧ଶୀ,ଘାତ ଚନ୍ଦ୍ର – ମିଥୁନ, ମୀନ ରାତ୍ରି ୦୩.୨୪ ଗତେ ଧନୁ,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୦.୧୬ ଗତେ ୨ ପାଦ-କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ।

Gemini

ମିଥୁନ

Sunday 14 May 2023

ମୃଗଶିରା- ସରକାରଙ୍କ ତରଫରୁ ଆପଣଙ୍କୁ ବ୍ୟବସାୟ କରିବାର ସୁଯୋଗ ମିଳିପାରେ । ଦାମ୍ପତ୍ୟ ଜୀବନରେ ପତୀପତ୍ନୀ ମଧ୍ୟରେ ଥିବା ତିକ୍ତତା ଭାବ ଦୂରିଭୂତ ହୋଇଯିବ ଓ ପ୍ରିତି ବୃଦ୍ଧି ପାଇବ ।

ଆଦ୍ରା- ଆପଣ ଦୀର୍ଘ ସମୟରୁ ବିନିଯୋଗ କରିଥିବା ଅର୍ଥର ଲାଭାଂଶ ପାଇବେ । ବିଦ୍ୟାର୍ଥୀ ମାନେ ଉତମ ଫଳ ପାଇବେ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ରାଜନୀତିରେ ଆଗକୁ ଯିବେ ।

ପୁନର୍ବସୁ- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମନୋରଞନ କାର‌୍ୟ୍ୟରେ ଅଶାନ୍ତି ଉପୁଜିବ

ପ୍ରତିକାର – ମାଆ ଦତାତ୍ରେୟଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :