• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th May 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୩.୨୪ ଗତେ ମୀନ,ତିଥି – ୧୦ମୀ ରାତ୍ରି ୦୨.୪୬ ଗତେ ୧୧ଶୀ,ଘାତ ଚନ୍ଦ୍ର – ମିଥୁନ, ମୀନ ରାତ୍ରି ୦୩.୨୪ ଗତେ ଧନୁ,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୦.୧୬ ଗତେ ୨ ପାଦ-କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ।

Leo

ସିଂହ

Sunday 14 May 2023

ମଘା- ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ସହକର୍ମୀ ମାନେ କୈାଶଳ କରି ଆପଣଙ୍କ ଠାରୁ କାର‌୍ୟ୍ୟ ହାସଲ କରିବାରେ ସକ୍ଷମ ହେବେ । ବ୍ୟବସାୟରେ ପରିବର୍ତନ ଆଣିବା ସହିତ କିଛି ନୂତନ ବ୍ୟବସାୟ ମଧ୍ୟ ଆରମ୍ଭ କରିପାରନ୍ତି

ପୂ- ଫାଲ୍‌ଗୁନୀ- ପୁତ୍ର କନ୍ୟା ମାନଙ୍କର ଆଚରଣ ଆପଣଙ୍କୁ ଆଘାତ ଦେଇପାରେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ

ଉ- ଫାଲ୍‌ଗୁନୀ- ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ

ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :