• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th May 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୩.୨୪ ଗତେ ମୀନ,ତିଥି – ୧୦ମୀ ରାତ୍ରି ୦୨.୪୬ ଗତେ ୧୧ଶୀ,ଘାତ ଚନ୍ଦ୍ର – ମିଥୁନ, ମୀନ ରାତ୍ରି ୦୩.୨୪ ଗତେ ଧନୁ,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୦.୧୬ ଗତେ ୨ ପାଦ-କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ।

Virgo

କନ୍ୟା

Sunday 14 May 2023

ଉ- ଫାଲ୍‌ଗୁନୀ- କାର୍ଯ୍ୟକୁ ଅତି ଗମ୍ଭୀରତାର ସହିତ ଗ୍ରହଣ କରିବେ ଏବଂ ବହୁତ ପରିଶ୍ରମ କରିବେ । ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ପ୍ରେମିକକୁ ବିବାହ ପାଇଁ ପ୍ରସ୍ତାବ ଦେଇ ପାରନ୍ତି

ହସ୍ତା- ସମ୍ପତି ବଢାଇବାର ଯୋଜନା ସଫଳ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ସଂପୂର୍ଣ୍ଣ ବିଫଳ ହେବେ

ଚିତ୍ରା- କୈାଣସି ନୂତନ ଯୋଜନା ଅର୍ଥ ଅଭାବ ଯୋଗୁ ଆରମ୍ଭ ହୋଇ ପାରିବ ନାହିଁ । ଅନିଛା ସତ୍ୱେ ସ୍ଥାନାନ୍ତର ହୋଇ ପାରନ୍ତି । ରାଜନୀତି କ୍ଷେତ୍ରରେ ବହୁତ ଉପରକୁ ଯାଇ ପାରନ୍ତି

ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :