• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th May 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୩.୨୪ ଗତେ ମୀନ,ତିଥି – ୧୦ମୀ ରାତ୍ରି ୦୨.୪୬ ଗତେ ୧୧ଶୀ,ଘାତ ଚନ୍ଦ୍ର – ମିଥୁନ, ମୀନ ରାତ୍ରି ୦୩.୨୪ ଗତେ ଧନୁ,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୦.୧୬ ଗତେ ୨ ପାଦ-କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ।

Libra

ତୁଳା

Sunday 14 May 2023

ଚିତ୍ରା- ହଜମ ଜନୀତ ସମସ୍ୟା ସାମାନ୍ୟ ଦେଖା ଦେଇପାରେ । ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ମାନସିକ ଚାପ ସତ୍ୱେ ପରିବାରର ସବୁ କାର୍ଯ୍ୟ ସୁଚାରୁରୂପେ ତୁଲାଇବେ

ସ୍ୱାତୀ- ବିବାହ ଆଶାୟୀ ଯୁବକ ଯୁବତୀ ମାନେ ବିବାହ ବଦ୍ଧନରେ ଆବଦ୍ଧ ହୋଇପାରନ୍ତି । ଆୟର ଉତ୍ସ ବୃଦ୍ଧି ପାଇବା ସହ ସମ୍ପତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ

ବିଶାଖା- ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ମହିଳା ମାନଙ୍କର ମିଷ୍ଠାନ ଲାଭରୁ ମନ ଖୁସିରହିବ । ଆଧାତ୍ମିକ ଜୀବନ ବିତାଇ ପାରନ୍ତି

ପ୍ରତିକାର – ଦେବୀ ମନ୍ଦିରରେ ଡାଲି, ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :