• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th May 2023: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି

ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୩.୨୪ ଗତେ ମୀନ,ତିଥି – ୧୦ମୀ ରାତ୍ରି ୦୨.୪୬ ଗତେ ୧୧ଶୀ,ଘାତ ଚନ୍ଦ୍ର – ମିଥୁନ, ମୀନ ରାତ୍ରି ୦୩.୨୪ ଗତେ ଧନୁ,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୦.୧୬ ଗତେ ୨ ପାଦ-କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ।

Scorpio

ବିଛା

Sunday 14 May 2023

ବିଶାଖା- ସ୍ୱାସ୍ଥ୍ୟ ପ୍ରତି ଅଧିକ ଧ୍ୟାନ ଦେବାକୁ ପଡିପାରେ । ବ୍ୟବସାୟରେ ଚରମ ସଫଳତା ହାସଲ କରିବେ । ନିଜ କାର‌୍ୟ୍ୟ କ୍ଷେତ୍ରରେ ଏକ ବଡ଼ ପଦୋନ୍ନତି ପାଇବାର ସମ୍ଭାବନା ପାଇପାରିବେ । ପରିବାରରେ କୌଣସି ପ୍ରକାର ବିବାଦରୁ ଦୂରେଇ ରୁହନ୍ତୁ

ଅନୁରାଧା- ଜୀବନସାଥିଙ୍କ ସଫଳତା ଓ ବ୍ୟବହାରରେ ମନ ପ୍ରସନ୍ନ ରହିବ । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । ଛାତ୍ରଛାତ୍ରୀ ମାନେ ପଢାରେ ମନଯୋଗ ରଖିବା ପାଇଁ ଚେଷ୍ଟା କରିବେ

ଜ୍ୟୋଷ୍ଠା- ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ । ମନୋରଞନ କାର୍ଯ୍ୟରେ ଅଶାନ୍ତି ଉପୁଜିବ । ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ

ପ୍ରତିକାର – ମନ୍ଦାର ଫୁଲକୁ ସୂର୍ଯ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :