ସୈାର ମେଷ ମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ରବିବାର । ଚନ୍ଦ୍ର – କୁମ୍ଭ ରାତ୍ରି ୦୩.୨୪ ଗତେ ମୀନ,ତିଥି – ୧୦ମୀ ରାତ୍ରି ୦୨.୪୬ ଗତେ ୧୧ଶୀ,ଘାତ ଚନ୍ଦ୍ର – ମିଥୁନ, ମୀନ ରାତ୍ରି ୦୩.୨୪ ଗତେ ଧନୁ,ଘାତ ବାର – ମେଷ,ପୁଷ୍କର ଦୋଷ – ୧ ପାଦ କୃଷିହାନି- ଭୂମିଦାନ ଦିବା ୧୦.୧୬ ଗତେ ୨ ପାଦ-କୃଷି ଓ ବଂଶହାନି- ଭୂମି ଓ ତିଳକାଞନ ଦାନ ।
ଉ, ଷାଢା- ଆୟ ଅପେକ୍ଷା ବ୍ୟୟ ବଢିପାରେ । ନିଜ କାର୍ୟ୍ୟ କ୍ଷେତ୍ରରେ ଭଲ ପ୍ରଦର୍ଶନ କରିବାକୁ ସକ୍ଷମ ହେବେ । ପାରିବାରିକ ଜୀବନରେ ଚାଲିଥିବା ଚାପରେ ସାମାନ୍ୟ ହ୍ରାସ ଘଟିବ
ଶ୍ରବଣା- ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ । କଳା କ୍ଷେତ୍ରରେ ଉନ୍ନତିର ରାସ୍ତା ମିଳିବ । କାମଧନ୍ଦା ସମ୍ବନ୍ଧୀୟ କୌଣସି ବଡ ଆହ୍ୱାନ ଆସିବ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ଆପଣଙ୍କ ପ୍ରତିଭାରୁ ଲୋକଙ୍କୁ ପ୍ରେରଣା ମିଳିବ
ଧନିଷ୍ଠା- କାହାରି ଆଗରେ ଗୋପନୀୟ କଥା ଆଲୋଚନା କରନ୍ତୁ ନାହିଁ । ବାପା , ମାଙ୍କ ପରାମର୍ଶ ନିଅନ୍ତୁ ଭଲ ହେବ । ଜୀବନରେ ନୂଆ ସଂକେତ ମିଳିପାରେ । କୃଷି ଜୀବୀଙ୍କୁ ଲାଭ ମିଳିପାରେ
ପ୍ରତିକାର – ମାଆ ଶାରଳାଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮