• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୪ତାରିଖ ମଙ୍ଗଳବାର,ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି-୭ମୀ ରାତ୍ରି ୦୪.୧୯ ଗତେ ୮ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୪.୧୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Tuesday 14 May 2024

ଧନିଷ୍ଠା- ବ୍ୟବସାୟରେ ଉନ୍ନତି କରିବେ । ନିଜର ବିଚାରକୁ ସ୍ପଷ୍ଟ ରୂପେ ବ୍ୟକ୍ତ କରନ୍ତୁ । ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ ।

ଶତଭିଷା- ଅଫିସରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । କାହା ପ୍ରତି ଆପଣଙ୍କ ମନ୍ତବ୍ୟ ପ୍ରକାଶ କରନ୍ତୁ ନାହିଁ । କାମରେ ଆପଣଙ୍କର ଏକାଗ୍ରତା ବଜାୟ ରହିବ

ପୂ,ଭାଦ୍ରପଦ- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ । ଚାକିରିଆଙ୍କୁ ନୂଆ ପ୍ରକଳ୍ପ ଦାୟିତ୍ୱ ମିଳିବ । ଆପଣଙ୍କ ଶକ୍ତିର ସ୍ତର ଉଚ୍ଚା ରହିବ ।

ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :