Daily Horoscope 14th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି
/odishatv-khabar/media/media_files/uploadimage/library/16_9/16_9_0/IMAGE_1715655232-628893.jpg)
ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୪ତାରିଖ ମଙ୍ଗଳବାର,ଚନ୍ଦ୍ର- କର୍କଟ ଅହୋରାତ୍ର
ତିଥି-୭ମୀ ରାତ୍ରି ୦୪.୧୯ ଗତେ ୮ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୪.୧୯ ଗତେ ୧ ପାଦ-କୃଷିହାନି-ଭୂମିଦାନ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
