• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୪ତାରିଖ ମଙ୍ଗଳବାର,ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି-୭ମୀ ରାତ୍ରି ୦୪.୧୯ ଗତେ ୮ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୪.୧୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Tuesday 14 May 2024

ଉ,ଷାଢା- ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବ, ଯାହାକି ଦୁଶ୍ଚିନ୍ତାର କାରଣ ହୋଇପାରେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ । ଅଫିସରେ କାମ ହାସଲ କରିବା କଷ୍ଟକର ହୋଇପଡ଼ିବ ।

ଶ୍ରବଣା- ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ କିନ୍ତୁ ନିରାଶ ହେବେନି । ସାମାଜିକ ସ୍ତରରେ ସମ୍ମାନ ଲାଭ କରିପାରନ୍ତି । ପରୋକ୍ଷ ଶତ୍ରୁତା ପ୍ରତି ସତର୍କ ରହିବା ସହିତ କାମ ହାସଲ କରିବାରେ କିଛି ଅସୁବିଧା ହେବ ନାହିଁ।

ଧନିଷ୍ଠା- ପରିବାରରେ ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ବଳିଷ୍ଠ ବ୍ୟକ୍ତିତ୍ୱ ପ୍ରଭାବରୁ କୌଣସି କାମ ଅଟକି ରହିବ ନାହିଁ । ଅର୍ଥସଂକଟ ଦୂରୀଭୂତ ପାଇଁ ବିଶେଷ କିଛି ଚିନ୍ତା କରିବାକୁ ପଡ଼ିବ ନାହିଁ ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :