Daily Horoscope 14th May 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ନୂତନ ଜମି କ୍ରୟ କରିବାର ଯୋଗ ରହିଛି

ସୈାର ବୃଷ ମାସ ବୈଶାଖ ଶୁକ୍ଳପକ୍ଷ। ଇଂରାଜୀରେ ୧୪ତାରିଖ ମଙ୍ଗଳବାର,ଚନ୍ଦ୍ର- କର୍କଟ ଅହୋରାତ୍ର ତିଥି-୭ମୀ ରାତ୍ରି ୦୪.୧୯ ଗତେ ୮ମୀ,ଘାତଚନ୍ଦ୍ର- ନାସ୍ତି,ଘାତବାର- ମକର ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ପଶୁହାନି-ଭୂମି ଓ ଅନ୍ନଦାନ ରାତ୍ରି ୦୪.୧୯ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Tuesday 14 May 2024

ଅଶ୍ୱନୀ- ବୃତିଗତ ଧନ୍ଦାରୁ ବୈଷୟିକ ଅଭିବୃଦ୍ଧି ଘଟିବ । ପରିବାରରେ ବାତାବରଣ ଶାନ୍ତିଦାୟକ ରହିବ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ ।

ଦ୍ୱିଜା- ଯେଉଁ କାମ କରିବେ ତାହା ମନ ମୁତାବକ ସଂପୂର୍ଣ୍ଣ ହେବ । ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ । ପ୍ରିୟବନ୍ଧୁ ସହ କଥା ହୋଇ ଭଲ ଲାଗିବ ।

କୃତିକା- କାମରେ ଭଲ ପ୍ରଦର୍ଶନ ପାଇଁ ନୂଆ ଉଦ୍ୟମ କରିବେ । ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ । ଜମିରେ ନିବେଶ କରନ୍ତୁ ଲାଭ ମିଳିବ । ଦୈନିକ କାର‌୍ୟ୍ୟସୂଚୀରେ ପରିବର୍ତନ କରିବେ ।

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :