• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ପ୍ରାତଃ ୦୬/୨୯ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୦୩/୨୪ ଗତେ ୭ମୀ, ଘାତ ଚନ୍ଦ୍ର- କନ୍ୟା ପ୍ରାତଃ ୦୬/୨୯ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୧/୧୪ ପର୍ଯ୍ୟନ୍ତ

Pisces

ମୀନ

Monday 14 Nov 2022

ପୂ , ଭାଦ୍ରପଦ - ପ୍ରେମିକା ସହିତ ସୁସ୍ୱାଦ ଭୋଜନ କରିବେ । କୌଣସି କାର୍ଯ୍ୟ ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡିକ ସମାଧାନ ହେବ ।

ଉ , ଭଦ୍ରପଦ - ଅଫିସରେ ସହକର୍ମୀଙ୍କ ସହ ସମ୍ବନ୍ଧ ମଜବୁତ ରହିବ । ଛାତ୍ରଛାତ୍ରିଙ୍କ ଲେଖାପଢାରେ ବାଧା ଦୂର ହେବ । ରାଜନୀତି କ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ ।

ରେବତୀ – ପୈତୃକ ସମ୍ପତିର ସମାଧାନ ହୋଇଯିବ । ମହିଳା ମାନେ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ।

ପ୍ରତିକାର – ଗୌର ବର୍ଣ୍ଣ ବ୍ରାହ୍ମଣର ସେବା କରନ୍ତୁ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :