• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 14th Nov 2022: ଏହି ରାଶିର ବ୍ୟକ୍ତି ଆଜି ପ୍ରେମରେ ସଫଳତା ପାଇବେ

ସୈାର ତୁଳା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୧୪ ତାରିଖ ସୋମବାର । ଚନ୍ଦ୍ର – ମିଥୁନ ପ୍ରାତଃ ୦୬/୨୯ ଗତେ କର୍କଟ ତିଥି- ୬ଷ୍ଠୀ ରାତ୍ରି ୦୩/୨୪ ଗତେ ୭ମୀ, ଘାତ ଚନ୍ଦ୍ର- କନ୍ୟା ପ୍ରାତଃ ୦୬/୨୯ ପର୍ଯ୍ୟନ୍ତ, ଘାତ ବାର – ମିଥୁନ, ପୁଷ୍କର ଦୋଷ – ୧ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୧/୧୪ ପର୍ଯ୍ୟନ୍ତ

Libra

ତୁଳା

Monday 14 Nov 2022

ଚିତ୍ରା – କାମ ନିର୍ଦ୍ଧାରିତ ସମୟରେ ପୁରା କରିବା ପାଇଁ ଚେଷ୍ଟା କରିବେ । ପାରିବାରିକ ଶାନ୍ତି ବୃଦ୍ଧି ପାଇବ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ।

ସ୍ୱାତୀ – ଛାତ୍ରଛାତ୍ରୀ ମାନେ ପଢାରେ ପଛେଇ ଯିବେ ଓ ହତୋତ୍ସାହ ହେବେ । ଚାକିରିରେ ସହକର୍ମୀ ମାନେ ସହଯୋଗ କରିବେ ।

ବିଶାଖା – ଅଜଣା ଶତୃ ଆପଣଙ୍କର କ୍ଷତି କରି ପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।

ପ୍ରତିକାର – ମା କମଳା ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :